Tag: BahujanHeroes

ଶବ୍ଦର ଊର୍ଦ୍ଧରେ ତମେ ଜ୍ୟୋତିବା

କ୍ରାନ୍ତିଜ୍ୟୋତି ତମେ ଜ୍ୟୋତିବାରାଓଶବ୍ଦରେ ନାହିଁ ତୁମପରି ବୀରଶବ୍ଦରେ ନାହିଁ ତୁମପରି ଜ୍ଞାନୀଶବ୍ଦରେ ନାହିଁ ତୁମପରି କ୍ରାନ୍ତିକାରୀତୁମକୁ ପାଇ ମୁଁ କେତେ ଯେ ଆନନ୍ଦିତଶବ୍ଦରେ ହୁଏତ ବିସ୍ତାର କରି…

ଶ୍ରମଣ ସଂସ୍କୃତି ଓ ସମତାମୂଳକ ଭାରତୀୟ ସମାଜ ଗଠନରେ ଗୁରୁ ରବିଦାସଙ୍କ ଅତୁଳନୀୟ ଅବଦାନ

ଆମ ପବିତ୍ର ଦେଶ ଜମ୍ବୁଦ୍ୱୀପ-ଭାରତବର୍ଷ ହେଉଛି ସାମାଜିକ ନ୍ୟାୟ, ପ୍ରକୃତିବାଦୀ ଉପାସନା ମାନବତାବାଦୀ ଦର୍ଶନ ଓ ପ୍ରଜ୍ଞା କୁସୁମରେ ପ୍ରସ୍ଫୁଟିତ ମହାଶ୍ରମଣ ବିଶ୍ୱଗୁରୁ ବୁଦ୍ଧ, ବୋଧିସତ୍ତ୍ୱ ତଥା…